ଦେଶର ଇଂରାଜୀ କହୁଥିବା ଲୋକମାନେ ନିଜକୁ ଲଜ୍ଜିତ ଅନୁଭବ କରିବେ: କାହିଁକି ଏମିତି କହିଲେ ଅମିତ ଶାହା
ନୂଆଦିଲ୍ଲୀ,୧୯।୬: ଭାରତୀୟ ଭାଷାଗୁଡ଼ିକ ଦେଶର ଆତ୍ମା ଏବଂ ସାଂସ୍କୃତିକ ପରିଚୟର ପ୍ରତୀକ ଏବଂ ଏବେ ଆମର ଭାଷାଗତ ଐତିହ୍ୟକୁ ପୁନଃ ଗ୍ରହଣ କରିବା ଏବଂ ବିଶ୍ୱ ସମ୍ମୁଖରେ ଗର୍ବର ସହିତ ଆଗକୁ ବଢ଼ିବାର ସମୟ ଆସିଛି ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…
ଆତଙ୍କବାଦୀଙ୍କୁ ଅମିତ ଶାହଙ୍କ କଡ଼ା ଚେତାବନୀ, କହିଲେ- ‘ଖୋଜି ଖୋଜି ମାରିବୁ’
ନୂଆଦିଲ୍ଲୀ,୧।୫: ପହଲଗାମ୍ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆତଙ୍କବାଦୀଙ୍କୁ କଡା ଚେତାବନୀ ଦେଇଛନ୍ତି। ପ୍ରତିଟି ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବାକୁ ସେ ଜୋର ଦେଇଛନ୍ତି। ଅମିତ ଶାହ କହିଛନ୍ତି, “…ଯଦି କେହି କାପୁରୁଷ ଭଳି ଆକ୍ରମଣ…
ଗଠନ ହେଲା ଉଚ୍ଚସ୍ତରୀୟ ବିପର୍ଯ୍ୟୟ ପରିଚାଳନା କମିଟି କମିଟି: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମିଳିଲା ବଡ ଦାୟିତ୍ୱ
ନୂଆଦିଲ୍ଲୀ, ୩୦।୪: ଦେଶରେ ବିପର୍ଯ୍ୟୟ ପରିଚାଳନାକୁ ଅଧିକ ଦକ୍ଷ ଓ ଫଳପ୍ରଦ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିର ଅଧ୍ୟକ୍ଷତା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରିବେ। ୨୦୦୫ ବିପର୍ଯ୍ୟୟ ପରିଚାଳନା ଆଇନର…
‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’
କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କୁ ଦାୟୀ କରିଛନ୍ତି। ମମତା କହିଛନ୍ତି, ସଂଘୀୟ ସଂସ୍ଥାଗୁଡ଼ିକ ଭାଜପା ଏବଂ ଶାହାଙ୍କ ନିୟନ୍ତ୍ରଣରେ ରହିଛି। ସେମାନେ ବାଂଲାଦେଶରୁ ଆପରାଧିକ…
ଅମିତ ଶାହାଙ୍କ ଘୋଷଣା- ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀମୁକ୍ତ ହେବ ଭାରତ
ନୂଆଦିଲ୍ଲୀ,୨୦।୩: ଛତିଶଗଡ଼ରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଗୁରୁବାର ବିଜାପୁର-ଦନ୍ତେୱାଡା ସୀମାରେ ସୁରକ୍ଷା ବାହିନୀ ୨୨ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଏହି ଅବସରରେ ଗୃହମନ୍ତ୍ରୀ ଅମିତ ଶାହା ଭାରତକୁ ମାଓବାଦୀମୁକ୍ତ କରିବା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି।…
Pulwama Attack: ମୁଣ୍ଡ ନୁଆଁଇବ ନାହିଁ ଭାରତ; ଆତଙ୍କବାଦୀଙ୍କୁ ଚେତାବନୀ ଦେଳେ ମୋଦି-ଶାହା
ନୂଆଦିଲ୍ଲୀ,୧୪।୨: ୧୪ ଫେବୃଆରୀ ୨୦୧୯ରେ ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଭାରତର ଇତିହାସରେ ଏକ କଳା ଅଧ୍ୟାୟ ଭାବରେ ଲିପିବଦ୍ଧ କରାଯାଇଛି। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଅବନ୍ତିପୋରାର ଗୋରିପୋରା ଅଞ୍ଚଳରେ ଏହି ଭୟଙ୍କର ଘଟଣା ଘଟିଥିଲା। ଯେତେବେଳେ ସିଆରପିଏଫ ଗାଡ଼ି ଶ୍ରୀନଗର…
App ban: ଦେଶରେ ୮୦୫ଟି ଆପ, ୩୨୬୬ଟି ୱେବସାଇଟ ବ୍ୟାନ୍
ନୂଆଦିଲ୍ଲୀ,୧୨।୨: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବଡ଼ ନିଷ୍ପତ୍ତି ନେଇଛନ୍ତି। ସଂସଦୀୟ କମିଟି ବୈଠକରେ ସେ କହିଛନ୍ତି, ଜାତୀୟ ସୁରକ୍ଷା କାରଣରୁ ୮୦୫ଟି ଆପ ଏବଂ ୩୨୬୬ଟି ୱେବସାଇଟ ବ୍ୟାନ୍ କରାଯାଇଛି। ‘ସାଇବର ସୁରକ୍ଷା ଏବଂ ଅପରାଧ’ ସମ୍ପର୍କିତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସଂସଦୀୟ…
ମୁଁ ଇସ୍ତଫା ଦେଲେ ଖଡ୍ଗେଙ୍କର କିଛି ଲାଭ ହେବ ନାହିଁ, ଆଉ ୧୫ ବର୍ଷ ଅପେକ୍ଷା କରନ୍ତୁ: ଅମିତ ଶାହା
ନୂଆଦିଲ୍ଲୀ,୧୮।୧୨: ଆମ୍ବେଦକର ବିବାଦକୁ ନେଇ ଗୃହ ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ସମ୍ବିଧାନକୁ ନେଇ ବିତର୍କ ବେଳେ ରାଜ୍ୟ ସଭାରେ ସେ ଯାହା ବି କହିଥିଲେ କଂଗ୍ରେସ ତାକୁ କାଠି ଅଧା ଦେଖାଇଛି ବୋଲି ସେ କହିଛନ୍ତି। ଏହାଛଡ଼ା…
‘୩୭୦’ କୁ ନେଇ ଇନ୍ଦିରାଙ୍କୁ ମାନେ ପକାଇଲେ ଅମିତ ଶାହା, ଜାଣନ୍ତୁ କାହିଁକି ?
ପରଭାନି/ଜଲଗାଓଁ/ଧୁଲେ,୧୩ା୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସ୍ବର୍ଗରୁ ଓହ୍ଲାଇ ଆସିଲେ ବି ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିପାରିବେ ନାହିଁ ବୋଲି ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ…
ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ, କାନାଡା ମନ୍ତ୍ରୀଙ୍କ ଅଭିଯୋଗ
ଓଟ୍ଟାଓ୍ବା,୩୦ା୧୦: କାନାଡାରେ ଶିଖ୍ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ନିର୍ଦ୍ଦେଶ ଦେଇଥିବା ଓଟ୍ଟାଓ୍ବା ପକ୍ଷରୁ କୁହାଯାଇଛି। ଏହି ଅଭିଯୋଗ ଭାରତ-କାନାଡା…
ଗାନ୍ଧିନଗରରେ ଅମିତ ଶାହାଙ୍କ ଐତିହାସିକ ବିଜୟ
ଗାନ୍ଧିନଗର,୪।୬: ଗୁଜରାଟର ସବୁଠାରୁ ହାଇ ପ୍ରୋଫାଇଲ ଆସନରୁ ପୁଣି ଥରେ ଭାଜପା ଟିକେଟରେ ନିର୍ବାଚନ ଲଢ଼ିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୭ ଲକ୍ଷରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି। ଏହା ଗୁଜରାଟ ଇତିହାସରେ ସବୁଠାରୁ ବୃହତ ବ୍ୟବଧାନରେ ବିଜୟ…
ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି ଅମିତ୍ ଶାହା
ନୂଆଦିଲ୍ଲୀ,୪।୬: ସାରା ଦେଶରେ ଲୋକ ସଭା ନିର୍ବାଚନ ଗଣତି ଚାଲୁ ରହିଛି। ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଗୃହମନ୍ତ୍ରୀ ଅମିତ୍ ଶାହା ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି। ବିରାଟ ବ୍ୟବଧାନରେ ଅମିତ୍ ଶାହ ରହିଥିବା ନିର୍ବାଚନ…
Archives


