Tag Archives: amit shah

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି। ସୁନେହରି ବାଗ ରୋଡରେ ଅବସ୍ଥିତ ବଙ୍ଗଳା ନମ୍ବର 9, ତାଙ୍କୁ ଆବଣ୍ଟିତ କରାଯାଇଛି…

ମୁସଲିମ ମହିଳାଙ୍କୁ ମିଳିବ କି ସଂରକ୍ଷଣ? ଜାଣନ୍ତୁ ଅମିତ ଶାହା ଜବାବରେ କ’ଣ କହିଲେ

ନୂଆଦିଲ୍ଲୀ,୧୬।୪: ଗୁରୁବାର, ଏପ୍ରିଲ ୧୬ରେ, ମହିଳା ସଂରକ୍ଷଣ ସଂଶୋଧନ ସମ୍ପର୍କିତ ତିନୋଟି ବିଲ ଲୋକ ସଭାରେ ନିର୍ଦ୍ଧାରିତ ସମୟ ଅନୁସାରେ ଉପସ୍ଥାପିତ ହୋଇଥିଲା। ମଞ୍ଜୁର ହେବା ପରେ, ମହିଳାମାନଙ୍କ ପାଇଁ ସଂରକ୍ଷଣ ୨୦୨୯ ଲୋକ ସଭା ନିର୍ବାଚନରୁ କାର୍ଯ୍ୟକାରୀ ହେବ। ଫଳସ୍ବରୂପ,…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା ମୁଣ୍ଡଳୀସ୍ଥିତ କେନ୍ଦ୍ରୀୟ ସଂରକ୍ଷିତ ପୋଲିସ ବଳ (CRPF) କ୍ୟାମ୍ପସରେ ଆୟୋଜିତ ପ୍ରତିଷ୍ଠା ଦିବସ…

ED ରେଡକୁ ବିରୋଧ କରି ଅମିତ ଶାହଙ୍କ କାର୍ଯ୍ୟାଳୟ ଆଗରେ TMCର ବିକ୍ଷୋଭ, ଏହି ସାଂସଦଙ୍କୁ ପୋଲିସ…

ନୂଆଦିଲ୍ଲୀ,୯।୧ ପଶ୍ଚିମବଙ୍ଗରେ ଇଡିର କାର୍ଯ୍ୟାନୁଷ୍ଠାନକୁ ନେଇ ହଙ୍ଗାମା ଜାରି ରହିଛି । ଏହାରି ଭିତରେ ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦମାନେ ଶୁକ୍ରବାର ଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କାର୍ଯ୍ୟାଳୟ ବାହାରେ ଜୋରଦାର ପ୍ରତିବାଦ କରୁଛନ୍ତି । ଡେରେକ୍ ଓ’ବ୍ରାଏନ୍, ଶତାବ୍ଦୀ…

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨: ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ସେ ଦଳୀୟ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦଳର ବହୁମୁଖୀ ହଲରେ ଜାତୀୟ…

ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା, କହିଲେ ଏହି ସରକାର…

ନୂଆଦିଲ୍ଲୀ,୧୧ା୧୨: ଶିବସେନା (UBT) ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ ପାର୍ଲାମେଣ୍ଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ନିର୍ବାଚନ ସଂସ୍କାର ଆଲୋଚନାରେ କଂଗ୍ରେସ ଏବଂ ନେହେରୁ-ଗାନ୍ଧୀ ପରିବାରକୁ ପ୍ରସଙ୍ଗରୁ ଦୂରେଇ ଯାଇ ବାରମ୍ବାର ଟାଣିବା…

‘କିଛି ଦଳ ଅନୁପ୍ରବେଶକାରୀଙ୍କୁ ସୁରକ୍ଷା ଦେବାକୁ ଚେଷ୍ଟା କରୁଛନ୍ତି’: ଭୋଟର ତାଲିକା ସଂଶୋଧନ ଉପରେ ଅମିତ ଶାହାଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୧।୧୧: ଭୋଟର ତାଲିକାର ସ୍ୱତନ୍ତ୍ର ଘନୀଭୂତ ସଂଶୋଧନ (Special Intensive Revision – SIR) କାର୍ଯ୍ୟରେ ବାଧା ସୃଷ୍ଟି କରି କିଛି ରାଜନୈତିକ ଦଳ “ଅନୁପ୍ରବେଶକାରୀଙ୍କୁ ସୁରକ୍ଷା ଦେବାକୁ” ଚେଷ୍ଟା କରୁଛନ୍ତି ବୋଲି ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅଭିଯୋଗ…

ଦିଲ୍ଲୀ ବିସ୍ଫୋରଣ: ଦୋଷୀମାନଙ୍କୁ ଶୀଘ୍ର ଖୋଜି ବାହାର କରିବାକୁ ଅମିତ ଶାହାଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର୍ ବିସ୍ଫୋରଣ ଘଟଣାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦୁଇ ଥର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ଘଟଣାରେ ସଂପୃକ୍ତ ପ୍ରତ୍ୟେକ ଦୋଷୀଙ୍କୁ ‘ଖୋଜି ବାହାର କରିବା’ ପାଇଁ ସେ କର୍ତ୍ତୃପକ୍ଷଙ୍କୁ…

‘ଅମିତ ଶାହଙ୍କୁ ଅଧିକ ଭରସା କରନ୍ତୁ ନାହିଁ,’ ମମତା ବାନାର୍ଜୀଙ୍କ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପରାମର୍ଶ

କୋଲକାତା,୮।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ତୀବ୍ର ଆକ୍ରମଣ କରି ଅଭିଯୋଗ କରିଛନ୍ତି ଯେ ସେ ଦେଶର କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭଳି କାର୍ଯ୍ୟ କରୁଛନ୍ତି। ଉତ୍ତର ବଙ୍ଗର ବନ୍ୟା ଓ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ…

ଲୋକସଭାରେ ହଙ୍ଗାମା: ଅମିତ ଶାହଙ୍କ ଉପରେ କାଗଜ ଚିରି ଫୋଫାଡ଼ିଲେ ବିରୋଧୀ

ନୂଆଦିଲ୍ଲୀ,୨୦ା୮: ବୁଧବାର ଲୋକସଭାରେ ତୀବ୍ର ହଙ୍ଗାମା ଦେଖାଦେଇଥିଲା, ଯେତେବେଳେ ବିରୋଧୀ ଦଳର ସାଂସଦମାନେ ଗୁରୁତର ଅପରାଧିକ ଅଭିଯୋଗରେ ୩୦ ଦିନ ପାଇଁ ଗିରଫ ହେଉଥିବା ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବା ସମ୍ପର୍କିତ ତିନୋଟି ବିଲ୍‌ର ନକଲ ଫାଡି କେନ୍ଦ୍ର ଗୃହମନ୍ତ୍ରୀ…

ଗିରଫ ହେଲେ ପଳାଇବ ପ୍ରଧାନମନ୍ତ୍ରୀ- ମୁଖ୍ୟମନ୍ତ୍ରୀ ପଦ, ଲୋକ ସଭାରେ ଆସିଲା ବଡ଼ ବିଲ୍‌

ନୂଆଦିଲ୍ଲୀ,୨୦।୮: କେନ୍ଦ୍ର ସରକାର ବୁଧବାର ଲୋକ ସଭାରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ବିଲ ଆଗତ କରିବାକୁ ଯାଉଛନ୍ତି। ଯଦି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ କିମ୍ବା କୌଣସି ମନ୍ତ୍ରୀଙ୍କୁ କୌଣସି ଗୁରୁତର ଅପରାଧିକ ମାମଲାରେ ଗିରଫ କରାଯାଏ, ତେବେ ତାଙ୍କୁ ପଦରୁ ହଟାଇ ଦିଆଯାଇପାରିବ। ବିଲ…

ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅମିତ ଶାହାଙ୍କ ନିକଟରେ କରିଦେଲେ ଏହି ଦାବି

ଭୁବନେଶ୍ୱର,୭ା୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ବୁଧବାର ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?