Tag Archives: amit shah

୫ ବର୍ଷରେ ଅମିତ ଶାହାଙ୍କର ଦୁଇଗୁଣା ହେଲା ସମ୍ପତ୍ତି

ନୁଆଦିଲ୍ଲୀ,୨୧।୪: କେନ୍ଦ୍ର ଗୃହମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଅମିତ ଶାହା ଏପ୍ରିଲ ୧୯ ରେ ଗାନ୍ଧିନଗର ଲୋକ ସଭା ର୍ନିବାଚନମଣ୍ଡଳୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଅମିତ ଶାହା ଦାଖଲ କରିଥିବା...

ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ କୌଣସି ଫଳଫଳ ସାମ୍ନାକୁ ଆସିନାହିଁ। ଏସବୁ ଭିତରେ ଭାଜପା ବୁଧବାର ଦ୍ୱିତୀୟ...

ଏପଟେ ମେଣ୍ଟ ଚର୍ଚ୍ଚା: ସେପଟେ ଅମିତ ଶାହାଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର,୧୧।୩: ରାଜ୍ୟରେ ଏବେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଚର୍ଚ୍ଚା ମଧ୍ୟରେ ରାଜ୍ୟପାଳ ରଘୁବର ଦାସ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏନେଇ ରାଜ୍ୟପାଳ ଟୁଇଟ୍‌...

ଲାଗିରହିଛି ସସପେନ୍ସ: ଭୁବନେଶ୍ୱରରେ ମେଣ୍ଟ ଘୋଷଣା କରିପାରନ୍ତି ନବୀନ-ଅମିତ ଶାହା!

ଭୁବନେଶ୍ୱର,୧୦।୩: ରାଜ୍ୟରେ ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଲାଗି ରହିଛି। ଭାଜପା ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ବାରମ୍ବାର ଖାରଜ କରୁଥିବାବେଳେ ବିଜେଡି ନୀରବ ରହିଛି। ସେପଟେ ଭାଜପା ନେତୃତ୍ୱ ବାରମ୍ବାର ଦିଲ୍ଲୀ ଯାଉଥିଲେ ମଧ୍ୟ ମେଣ୍ଟକୁ ନେଇ...

ଆସନ୍ତା ସପ୍ତାହରେ ୧୦୦ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବ ଭାଜପା! ରହିପାରେ ପ୍ରଧାନମନ୍ତ୍ରୀଙ୍କ ନାଁ: ରିପୋର୍ଟ

ନୂଆଦିଲ୍ଲୀ,୨୪।୨: ଆସନ୍ତା ମାସରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଲୋକସଭା ନିର୍ବାଚନର ତାରିଖ ଘୋଷଣା ପୂର୍ବରୁ ଭାଜପା ଗୁରୁବାର ୧୦୦ ଜଣ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିବାର ସମ୍ଭାବନା ରହିଛି। ଏହି ତାଲିକାରେ ଦଳର ହେଭିୱେଟ୍ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଅମିତ ଶାହାଙ୍କୁ ଭେଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୨: ଆଜିକାଲି ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବିରତି ନେଇଛନ୍ତି। ଆହତ କାରଣରୁ ସେ ଭାରତୀୟ ଦଳରୁ ବାଦ୍‌ ପଡ଼ିଛନ୍ତି। ନିକଟରେ ପାଣ୍ଡ୍ୟା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଉଭୟେ ଗାନ୍ଧୀ ନଗର ପ୍ରିମିୟର ଲିଗ...

ଆମେ ସମସ୍ତଙ୍କ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁ: ଅମିତ ଶାହା

ନୂଆଦିଲ୍ଲୀ,୬।୨: ଭାରତ ସମଗ୍ର ବିଶ୍ୱ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି, କିନ୍ତୁ ଦେଶର ସୀମା ତଥା ନାଗରିକଙ୍କ ସୁରକ୍ଷା ଉପରେ ଆମେ ଆପୋଷ ବୁଝାମଣା କରିବୁ ନାହିଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ଶାହା କହିଛନ୍ତି, ଭାରତ ଏକ ଦେଶ...

୨୦୨୪ ନିର୍ବାଚନ ପାଇଁ ଭାଜପାର ପ୍ରସ୍ତୁତି ଆରମ୍ଭ: ବିଜୟ ଫର୍ମୁଲା ନେଇ ମନ୍ଥନ କଲେ ନଡା

କୋଲକାତା,୨୬।୧୨: ପାଞ୍ଚଟି ରାଜ୍ୟ ବିଧାନସଭା ନିର୍ବାଚନରେ ଚମତ୍କାର ବିଜୟ ହାସଲ କରିବା ପରେ ଭାଜପା ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। କିଛି ମାସ ମଧ୍ୟରେ ହେବାକୁ ଥିବା ନିର୍ବାଚନ ପାଇଁ ସାରା ଦେଶରେ ମାରାଥନ ସାଂଗଠନିକ...

ଇତିହାସ ଜାଣନ୍ତି ନାହିଁ ଅମିତ ଶାହା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୨।୧୨: ଜମ୍ମୁ କଶ୍ମୀର ପ୍ରସଙ୍ଗରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହର ଲାଲ ନେହେରୁଙ୍କୁ ସଂସଦରେ ଟାର୍ଗେଟ କରିଥିଲେ। ଏ ସମ୍ପର୍କରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଜବବା ଦେଇ କହିଛନ୍ତି, ଅମିତ ଶାହା ଇତିହାସ ଜାଣନ୍ତି...

”ନେହେରୁଙ୍କ ଭୁଲ୍ ପାଇଁ ସୃଷ୍ଟି ହୋଇଛି ପିଓକେ, ଅନ୍ୟଥା ଆଜି ଭାରତରେ ରହିଥାନ୍ତା: ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ,୬।୧୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଲୋକସଭାରେ କଂଗ୍ରେସ ଉପରେ ବଡ଼ ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ ନେହେରୁଙ୍କ ଭୁଲ ଯୋଗୁଁ ପିଓକେ ସୃଷ୍ଟି ହୋଇଛି। ସେ କହିଛନ୍ତି, ପଣ୍ଡିତ ନେହେରୁ ପ୍ରଧାନମନ୍ତ୍ରୀ ଥିବାବେଳେ ଦୁଇଟି ବଡ଼ ଭୁଲ...

ଶରଦ ପାୱାରଙ୍କୁ ଭେଟିବା ପରେ ଦିଲ୍ଲୀରେ ପହଞ୍ଚିଲେ ଅଜିତ ପାୱାର, ଜାଣନ୍ତୁ କ’ଣ ରହିଛି କାରଣ ?

ନୂଆଦିଲ୍ଲୀ,୧୦।୧୧: ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାର ଶୁକ୍ରବାର ରାଷ୍ଟ୍ରବାଦୀ କଂଗ୍ରେସ ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ଏହା ପରେ ଅଜିତ ତୁରନ୍ତ ଦିଲ୍ଲୀରେ ଯାଇ ପହଞ୍ଚିଛନ୍ତି। ଏଠାରେ ସେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ପାରନ୍ତି। ଦୁଇ ନେତାଙ୍କ ସାକ୍ଷାତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri