କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର ଶେୟାର କରି ସେ ଲେଖିଛନ୍ତି, ‘ଅପାର କୃତଜ୍ଞତା ଏବଂ ପ୍ରେମରେ ପରିପୂର୍ଣ୍ଣ ହୃଦୟ…