ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ… ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ ନିର୍ବାଚିତ ହୋଇଥିବାବେଳେ ମଧୁସ୍ମିତା ଦାଶ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ନିର୍ବାଚନ ପ୍ରକ୍ରିୟା…