ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ….. ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର ଥାନା ପଣ୍ଡୁଆ ଗ୍ରାମର କୁନା ନାଏକ (୫୮) । ଖବର ଅନୁସାରେ, ମଙ୍ଗଳବାର…