ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ , ଅନନ୍ତ ସିଂହଙ୍କୁ ଜେଲ ଯିବାକୁ ପଡ଼ିବ
ନୂଆଦିଲ୍ଲୀ,୩୦।୧୦: ଡୁଲାରଚାନ୍ଦ ଯାଦବ ହତ୍ୟା ମାମଲାରେ ଜେଡିୟୁ (JDU) ବିଧାୟକ ଅନନ୍ତ ସିଂହଙ୍କୁ ଏକ ବଡ଼ ଝଟକା ଲାଗିଛି। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କ ଜାମିନ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଏକ ହତ୍ୟା ମାମଲାକୁ କେବଳ ରାଜନୈତିକ ବିବାଦ ଭାବରେ…

