କୋରମ ଅଭାବ: ସରପଞ୍ଚଙ୍କ ବିରୋଧରେ କାଟ୍ ଖାଇଲା ଅନାସ୍ଥା ପ୍ରସ୍ତାବ ଦିଗପହଣ୍ଡି/ପାଟପୁର,୩ା୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ଦୀର୍ଘଦିନ ଧରି ଲାଗି ରହିଥିବା ରାଜନୈତିକ ଛକାପଞ୍ଝାର ଅବସାନ ଘଟିଛି । ଗୁରୁବାର ଆବଶ୍ୟକ ଓ୍ବାର୍ଡ...