‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’ ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍ପି ଅନିତା ଶୁଭଦର୍ଶନୀ ଉତ୍ସର୍ଗିକରଣ କରିଛନ୍ତି। ଏହି ଅବସରରେ ଏପି କେନ୍ଦ୍ରରେ ମହଜୁଦ ରହିଥିବା ଔଷଧ ମାନର…