କୋଟିଆରେ ଭଙ୍ଗା ଯାଇଥିବା ବୋର୍ଡ ପୁନଃସ୍ଥାପନ କଲା ଆନ୍ଧ୍ର: ନିର୍ବାଚନ ପାଇଁ ତତ୍ପରତା ପ୍ରକାଶ କରି…
ପଟ୍ଟାଙ୍ଗି,୨୪ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ବିବାଦ ପୁଣି ଥରେ ଘନୀଭୂତ ହୋଇଛି। ବିଜେଡି ପ୍ରତିନିଧି ଦଳ ଦ୍ୱାରା ଭଙ୍ଗାଯାଇଥିବା ଆନ୍ଧ୍ରର ତେଲୁଗୁ ବୋର୍ଡ…

