କୋଟିଆରେ ଗ୍ରାମସଭା କରି ଫେରିଲା ଆନ୍ଧ୍ର, ଶୋଇଛି ଓଡ଼ିଶା ପ୍ରଶାସନ ପଟ୍ଟାଙ୍ଗି,୨।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ରରେ ସରକାର ବଦଳିବା ପରେ ମଧ୍ୟ ଓଡ଼ିଶାର ସୀମାନ୍ତ ଗ୍ରାମ ମାନଙ୍କରେ ଅନୁପ୍ରବେଶ କରିବା ଜାରି ରହିଛି। ଏହିପରି କାର୍ଯ୍ୟ ପୁଣିଥରେ ଦେଖିବାକୁ ମିଳିଛି କୋରାପୁଟର ଚର୍ଚ୍ଚିତ କୋଟିଆ ପଞ୍ଚାୟତର ସୀମାନ୍ତ ଫଗୁଣସିନେରି ଗ୍ରାମରେ। ସାରା...