Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ
ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର…
ମାଓବାଦୀ ସଙ୍ଗଠନକୁ ବଡ଼ ଝଟକା: ଏନ୍ଆଉଣ୍ଟରରେ ଟଳିପଡ଼ିଲେ ଟପ୍ ମାଓବାଦୀ ହିଡମା
ଅମରାବତୀ,୧୮।୧୧: ଆନ୍ଧ୍ରପ୍ରଦେଶରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏକ ବଡ଼ଧରଣର ଏନ୍କାଉଣ୍ଟର ହୋଇଛି। ଏହି ଏନ୍କାଉଣ୍ଟରରେ ୬ଜଣ ଟପ୍ ମାଓବାଦୀ ନେତା ନିହତ ହୋଇଥିବା ସୂଚନା ମିଳିଛି। ଏନ୍କାଉଣ୍ଟରରେ ଟପ୍ ମାଓବାଦୀ ନେତା ମାଡଭି ହିଡମା ଏବଂ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା…
ମନ୍ଦିରରେ ଭିଡ଼ ଜମାଇଥିଲେ ଶ୍ରଦ୍ଧାଳୁ, ଦଳାଚକଟାରେ ଚାଲିଗଲା ୯ ଜୀବନ
ଅମରାବତୀ,୧ା୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଦଳାଚକଟା ହେବାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଶ୍ରୀକାକୁଲମ୍ ଜିଲା କାସିବୁଗା ସହରରେ ଥିବା ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ଭିତରେ ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଯୋଗୁ ଏପରି ଅଘଟଣ ଘଟିଛି। ରିପୋର୍ଟ ଅନୁଯାୟୀ, କାର୍ତ୍ତିକ ମାସରେ…
ଆନ୍ଧ୍ର ମୁହାଁ ବାତ୍ୟା, ଓଡ଼ିଶାରେ ରେଡ ଆଲର୍ଟ, ଟ୍ରାଭେଲ ଆଡଭାଇଜରୀ ଜାରି, ଏତିକି ରାଜ୍ୟ ହେବେ ପ୍ରଭାବିତ
ନୂଆଦିଲ୍ଲୀ,୨୮।୧୦: ମଙ୍ଗଳବାର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରିବା ସହିତ ଘୂର୍ଣ୍ଣିଝଡ଼ ମୋନ୍ଥା ମଛଲିପଟନମ ଏବଂ କଳିଙ୍ଗପଟନମ ମଧ୍ୟରେ କାକିନାଡା ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଦକ୍ଷିଣ-ପଶ୍ଚିମ…
କୋଟିଆବାସୀଙ୍କୁ ଡବଲ୍ ଫାଇଦା: ଦୁଇ ରାଜ୍ୟ ସହ ସମଦୂରତା, ଯେଉଁଠୁ ଅଧିକ ମିଳିଲା ସେପଟକୁ ଢଳୁଛନ୍ତି ଗ୍ରାମବାସୀ
ଭୁବନେଶ୍ୱର,୮।୮: ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାସ୍ଥ କୋଟିଆର ୨୧ଟି ଗାଁରେ ଚାଲିଛି ଏକ ଅଜଣା ଦ୍ବୈତ ଶାସନ। ଏହି ଅଞ୍ଚଳର ବାସିନ୍ଦାମାନେ ଦୁଇ ରାଜ୍ୟରୁ ମିଳୁଥିବା ସୁବିଧାରୁ ଡବଲ୍ ଫାଇଦା ଉଠାଉଛନ୍ତି। ଯେଉଁ ରାଜ୍ୟରୁ ଅଧିକ ସୁବିଧା ମିଳୁଛି, ସେପଟକୁ ଗ୍ରାମବାସୀଙ୍କ…
ଆନ୍ଧ୍ରପ୍ରଦେଶର ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା: ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ୧୦ ଗୁରୁତର
ଭୁବନେଶ୍ୱର,୩।୮: ଆନ୍ଧ୍ର ପ୍ରଦେଶର ବପଟ୍ଲା ଜିଲା ଅନ୍ତର୍ଗତ ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଏକ ବିନାଶକାରୀ ଦୁର୍ଘଟଣାରେ ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ଅନ୍ୟ ୧୦ ଜଣ ଶ୍ରମିକ ଗୁରୁତର ଆହତ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘେଷଣା: ଅଧିକ ସନ୍ତାନ ପ୍ରସବ କଲେ ମିଳିବ ମୋଟା ଅଙ୍କର ରାଶି
ଅମରାବତୀ,୯।୬: ସାରା ବିଶ୍ୱରେ ବର୍ଦ୍ଧିତ ଜନସଂଖ୍ୟାକୁ ନେଇ ସରକାର ଚିନ୍ତିତ ଥିବା ବେଳେ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ରାଜ୍ୟରେ ପ୍ରଜନନ ହାର ହ୍ରାସ ନେଇ ଚିନ୍ତିତ। ସେଥିପାଇଁ ସେ ରାଜ୍ୟରେ ଅଧିକରୁ ଅଧିକ ସନ୍ତାନ ଜନ୍ମ କରିବା ଉପରେ…
ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି
ଭୁବନେଶ୍ୱର,୨୮ା୩: ପଡୋଶୀ ଆନ୍ଧ୍ରପ୍ରଦେଶରେ ଆଠଟି ସ୍ଥାନରେ ବାର୍ଡ଼ ଫ୍ଲୁର ପ୍ରକୋପ ଦେଖାଦେଇଛି। ଶୁକ୍ରବାର ବିଶ୍ୱ ପଶୁ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ଫାର୍ମ ଏବଂ କୁକୁଡ଼ାରେ H5N1 ଲକ୍ଷଣ ଚହ୍ନଟ କରାଯାଇଛି। ପ୍ୟାରିସ-ଭିତ୍ତିକ ସଂଗଠନ ଏକ ରିପୋର୍ଟରେ କହିଛି ଯେ ଆଭିଆନ୍…
Video: ତିରୁପତି ମନ୍ଦିରରେ ଦଳାଚକଟା: ୬ ମୃତ, ଅନେକ ଆହତ
ନୂଆଦିଲ୍ଲୀ,୮ା୧: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ…
ସାମ୍ନାକୁ ଆସିଲା ମନ୍ତ୍ରୀଙ୍କ ଲିଷ୍ଟ, ଏହି ବିଧାୟକମାନେ ଆଜି ନେବେ ଶପଥ
ନୂଆଦିଲ୍ଲୀ, ୧୨।୬: ଓଡ଼ିଶା ସମେତ ଆଜି ଅନ୍ଧ୍ର ପ୍ରଦେଶରେ ସରକାର ଗଠନ ହେବ । ଶପଥ ଗ୍ରହଣ କରିବେ ଦୁଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଟିଡିପି ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡ଼ୁ ବୁଧବାର ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ…
Video: ମତଦାନ କେନ୍ଦ୍ରରେ ଭୋଟରଙ୍କୁ ବାଡ଼େଇଲେ ବିଧାୟକ, ସମର୍ଥକ
ନୂଆଦିଲ୍ଲୀ,୧୩।୫: ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଆନ୍ଧ୍ରପ୍ରଦେଶର ଜଣେ ବିଧାୟକ ମତଦାନ କେନ୍ଦ୍ରରେ ଜଣେ ଭୋଟରଙ୍କୁ ମାଡ଼ ମାରିଛନ୍ତି। ସୋମବାର ସକାଳେ ଗୁଣ୍ଟୁର ଜିଲାର ଏକ ମତଦାନ କେନ୍ଦ୍ରରେ ବିଧାୟକ ଧାଡ଼ି ନଯିବା ଘଟଣାକୁ ଆପତ୍ତି ଜଣାଇବା ପରେ ଜଣେ ଭୋଟରଙ୍କୁ…
”ଆନ୍ଧ୍ରପ୍ରଦେଶରେ ୪% ମୁସଲିମଙ୍କୁ ମିଳିବ ସଂରକ୍ଷଣ”: ଜଗନ୍ ମୋହନ ରେଡ୍ଡୀ
ନୂଆଦିଲ୍ଲୀ,୧୦।୫: ସଂରକ୍ଷଣ ଏବଂ ସଂଖ୍ୟାଲଘୁ କୋଟାକୁ ନେଇ ଭାଜପା ଏବଂ ବିରୋଧୀଦଳର ନେତାଙ୍କ ମଧ୍ୟରେ ଚାଲିଥିବା ବିତର୍କ ମଧ୍ୟରେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ, ରାଜ୍ୟରେ ୪% ମୁସଲମାନ ସଂରକ୍ଷଣ “ରହିବ” ଏବଂ ଏହା ହେଉଛି YSR…
Archives


