ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଏହା ଘୋଷଣା କରିଛନ୍ତି। ରାଜ୍ୟରେ ଜନସଂଖ୍ୟା…