ପୁଣି ମାଡିଆସୁଛି ବାତ୍ୟା: ଏହି ତାରିଖ ସନ୍ଧ୍ୟା ସୁଦ୍ଧା…
ଭୁବନେଶ୍ୱର, ୧୩।୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଶନିବାର ବେଳକୁ ସ୍ପଷ୍ଟ ଲଘୁଚାପ ଏବଂ ୧୫…
କୋଟିଆରୁ ଆନ୍ଧ୍ର ସମିତିସଭ୍ୟ ନିର୍ବାଚିତ
ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ୨ ରାଜ୍ୟ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ଏହା ସତ୍ତ୍ୱେ ସୀମାନ୍ତବାସୀ ଆନ୍ଧ୍ର ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ଏହି ନିର୍ବାଚନରେ ଆନ୍ଧ୍ର ପକ୍ଷରୁ…
ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ
ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା ରହିଛି। ଏଭଳିସ୍ଥିତିରେ ବାତ୍ୟା ଘଣ୍ଟା ପ୍ରତି ୧୫ କିମି ବେଗରେ ପଶ୍ଚିମ ଦିଗରେ…
ପ୍ରେମୀଯୁଗଳଙ୍କ ଅଜବ ଫଣ୍ଡା, ବିବାହ ଖର୍ଚ୍ଚ ଉଠାଇବା ପାଇଁ ଲୁଟିଲେ ସୁନା ଚେନ୍, ଆଉ ତା’ ପରେ…
ହାଇଦ୍ରାବାଦ,୨୪ା୧୦: ହାଇଦ୍ରାବାଦରେ ନିଜ ବିବାହ ପାଇଁ ଟଙ୍କା ଯୋଗାଡ଼ କରିବା ଉଦ୍ଦେଶ୍ୟରେ ପ୍ରେମୀଯୁଗଳ ଏକ ଅଜବ ଫଣ୍ଡା ଆପଣାଇଛନ୍ତି। ପ୍ରେମୀଯୁଗଳ ଜଣେ ମନ୍ଦିର କର୍ମଚାରୀଙ୍କଠାରୁ ସୁନା ଚେନ୍ ଛଡ଼ାଇ ନେଇଥିବା ଅଭିଯୋଗରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ୨୩…
କୋଟିଆରେ ନିର୍ବାଚନ କରିବାକୁ ଆନ୍ଧ୍ରର ଯୋଜନା, ପୁଣି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ରାଜ୍ୟ ସରକାର
କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଜିଲାର ବିବାଦୀୟ କୋଟିଆ ପଞ୍ଚାୟତରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ନିର୍ବାଚନ କରାଇବା ଯୋଜନାକୁ ନେଇ ପୁଣି ଥରେ ରାଜ୍ୟରେ ତତ୍ପରତା ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ସ୍ଥିତାବସ୍ଥା ନିର୍ଦ୍ଦେଶ ଉଲ୍ଲଂଘନ କରି ଆନ୍ଧ୍ର ସରକାର ଏଭଳି ପଦକ୍ଷେପ ନେଉଥିବା ଅଭିଯୋଗ…
ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ
ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ନିର୍ଦ୍ଦେଶରେ କୋଭିଡ୍…
ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର
ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍ ଦେବାରେ ପଛଘୁଞ୍ଚା ଦେଉନାହିଁ ପଡୋଶୀ ଆନ୍ଧ୍ରପ୍ରଦେଶ। ଏପରି କିଛି ଘଟଣା ଆହୁରି ବିବାଦ ଆଡକୁ ଟାଣି…
Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ
ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର…
ମାଓବାଦୀ ସଙ୍ଗଠନକୁ ବଡ଼ ଝଟକା: ଏନ୍ଆଉଣ୍ଟରରେ ଟଳିପଡ଼ିଲେ ଟପ୍ ମାଓବାଦୀ ହିଡମା
ଅମରାବତୀ,୧୮।୧୧: ଆନ୍ଧ୍ରପ୍ରଦେଶରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏକ ବଡ଼ଧରଣର ଏନ୍କାଉଣ୍ଟର ହୋଇଛି। ଏହି ଏନ୍କାଉଣ୍ଟରରେ ୬ଜଣ ଟପ୍ ମାଓବାଦୀ ନେତା ନିହତ ହୋଇଥିବା ସୂଚନା ମିଳିଛି। ଏନ୍କାଉଣ୍ଟରରେ ଟପ୍ ମାଓବାଦୀ ନେତା ମାଡଭି ହିଡମା ଏବଂ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା…
ମନ୍ଦିରରେ ଭିଡ଼ ଜମାଇଥିଲେ ଶ୍ରଦ୍ଧାଳୁ, ଦଳାଚକଟାରେ ଚାଲିଗଲା ୯ ଜୀବନ
ଅମରାବତୀ,୧ା୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଦଳାଚକଟା ହେବାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଶ୍ରୀକାକୁଲମ୍ ଜିଲା କାସିବୁଗା ସହରରେ ଥିବା ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ଭିତରେ ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଯୋଗୁ ଏପରି ଅଘଟଣ ଘଟିଛି। ରିପୋର୍ଟ ଅନୁଯାୟୀ, କାର୍ତ୍ତିକ…
ଆନ୍ଧ୍ର ମୁହାଁ ବାତ୍ୟା, ଓଡ଼ିଶାରେ ରେଡ ଆଲର୍ଟ, ଟ୍ରାଭେଲ ଆଡଭାଇଜରୀ ଜାରି, ଏତିକି ରାଜ୍ୟ ହେବେ ପ୍ରଭାବିତ
ନୂଆଦିଲ୍ଲୀ,୨୮।୧୦: ମଙ୍ଗଳବାର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରିବା ସହିତ ଘୂର୍ଣ୍ଣିଝଡ଼ ମୋନ୍ଥା ମଛଲିପଟନମ ଏବଂ କଳିଙ୍ଗପଟନମ ମଧ୍ୟରେ କାକିନାଡା ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଦକ୍ଷିଣ-ପଶ୍ଚିମ…
କୋଟିଆବାସୀଙ୍କୁ ଡବଲ୍ ଫାଇଦା: ଦୁଇ ରାଜ୍ୟ ସହ ସମଦୂରତା, ଯେଉଁଠୁ ଅଧିକ ମିଳିଲା ସେପଟକୁ ଢଳୁଛନ୍ତି ଗ୍ରାମବାସୀ
ଭୁବନେଶ୍ୱର,୮।୮: ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାସ୍ଥ କୋଟିଆର ୨୧ଟି ଗାଁରେ ଚାଲିଛି ଏକ ଅଜଣା ଦ୍ବୈତ ଶାସନ। ଏହି ଅଞ୍ଚଳର ବାସିନ୍ଦାମାନେ ଦୁଇ ରାଜ୍ୟରୁ ମିଳୁଥିବା ସୁବିଧାରୁ ଡବଲ୍ ଫାଇଦା ଉଠାଉଛନ୍ତି। ଯେଉଁ ରାଜ୍ୟରୁ ଅଧିକ ସୁବିଧା ମିଳୁଛି, ସେପଟକୁ ଗ୍ରାମବାସୀଙ୍କ…

