Tag Archives: andhra pradesh

ରୋଡ-ଶୋ ‘ ସମୟରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ପଥର ମାଡ଼, ମୁଣ୍ଡରେ ଲାଗିଲା ଆଘାତ

ନୂଆଦିଲ୍ଲୀ,୧୩ା୪: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପଥର ମାଡ଼ ହୋଇଥିବା ଖବର ଆସିଛି। ବିଜୟୱାଡାରେ ଏକ ରୋଡ-ଶୋ କରିବା ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ପଥର ମାଡ ହୋଇଛି। ଲୋକମାନଙ୍କୁ ଅଭିବାଦନ କରିବା ସମୟରେ ଏହି ପଥର ମାଡ...

କଂଗ୍ରେସରେ ଯୋଗଦେଲେ ଶର୍ମିଳା

ହାଇଦ୍ରାବାଦ୍‌,୪।୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇଏସ୍‌ ଶର୍ମିଳା ଗୁରୁବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଦଳର ସଦସ୍ୟତା ଗ୍ରହଣ କରିଥିଲେ।...

ପ୍ରେମିକ ସହିତ ବୁଲିବାକୁ ଯାଇଥିଲେ, ୧୩ ଜଣ କଲେ ଗଣବଳାତ୍କାର

ଭୁବନେଶ୍ୱର,୨।୧: ଆନ୍ଧ୍ରପ୍ରଦେଶରେ ଗଣବଳାତ୍କାର ଶିକାର ହେଲେ ଓଡ଼ିଶାର ୧୭ ବର୍ଷୀୟ ନାବାଳିକା। ବଏଫ୍ରେଣ୍ଡ ସହିତ ବିଶାଖାପାଟଣାର ଆର.କେ ବିଚ୍ ବୁଲିବାକୁ ଯାଇଥିଲା ବେଳେ ଏଭଳି ଛାତି ଥରା ଘଟଣାର ସାମ୍ନା କରିଛନ୍ତି ନାବାଳିକା। ପୋଲିସ ସୂଚନା ମୁତାବକ ନାବାଳିକାଙ୍କୁ ୧୩...

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’: ୯୦ରୁ ୧୧୦ କି.ମି. ମଧ୍ୟରେ ବୋହୁଛି ପବନ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୧୦ କି.ମି. ମଧ୍ୟରେ ରହିଛି। ଆଜି ମଧ୍ୟରାତ୍ର ବେଳକୁ...

କୋଟିଆରେ ପୁଣି ଆନ୍ଧ୍ର

ପଟ୍ଟାଙ୍ଗି,୨୨ା୧୦(ଶରତ ଧଳ) କିଛିଦିନ ପରେ ପୁଣି ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରିଛି। ଫାଟୁସିନେରି ଗ୍ରାମରେ ଶିବିର କରି ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛି। ଫଳରେ ଏହା ଓଡ଼ିଶା ପ୍ରଶାସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri