ପାଇଲଟ କ୍ରିକେଟ୍ ମ୍ୟାଚ୍ ଦେଖୁଥିଲେ, ସେଥିପାଇଁ ହୋଇଥିଲା ଟ୍ରେନ୍ ଦୁର୍ଘଟଣା: ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀ, ୨।୩: ଗତବର୍ଷ ଅକ୍ଟୋବର ୨୯ରେ ଆନ୍ଧ୍ରପ୍ରଦେଶର ହୋଇଥିବା ଟ୍ରେନ୍ ଦୁର୍ଘଟଣା ସମ୍ପର୍କରେ ବଡ ବୟାନ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହି ଦୁର୍ଘଟଣାରେ ୧୪ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁର୍ଘଟଣା ସମୟରେ ଯାତ୍ରୀବାହୀ ଟ୍ରେନର ଦୁଇ ପାଇଲଟ...