କୋଟିଆ ସୀମାରେ ନୂଆ ବିବାଦ: ନାମାଙ୍କନ ପ୍ରତ୍ୟାହାର ପାଇଁ ଯାଉଥିବା ୱାର୍ଡ ସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲା ଆନ୍ଧ୍ର ପୋଲିସ, ବିଳମ୍ବିତ ରାତିରେ…
ପଟ୍ଟାଙ୍ଗି,୨୮/୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ସୀମା ବିବାଦ ଥମିବାର ନାଁ ଧରୁନଥିବା ବେଳେ ଏବେ ଏକ ନୂଆ ଘଟଣା ସାମ୍ନାକୁ ଆସିଛି। ନାମାଙ୍କନ ପତ୍ର ପ୍ରତ୍ୟାହାର କରିବା ପାଇଁ ଯାଇଥିବା ୱାର୍ଡ…

