ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ… ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ ତାଙ୍କ ପ୍ରେମିକାଙ୍କୁ ବିବାହ କରିଥିଲେ, ଯିଏ ତାଙ୍କଠାରୁ ୧୮ ବର୍ଷ ସାନ। ଷ୍ଟ୍ରସଙ୍କ...