Tag Archives: Anganwadi center

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ସାପ କାମୁଡ଼ି ଦେଇଛି। ସେ ହେଲେ ଗ୍ରୀନବାଡ଼ି ପଞ୍ଚାୟତ ସିକାପାଟା ଗ୍ରାମର ମିଲନ…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ଆଣ୍ଠୁଏ ପାଣି, କୁନିକୁନି ପିଲା ପାଠ ପଢ଼ିବାକୁ ଆସି…

କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କସୃପଡ଼ା ପଞ୍ଚାୟତର ଏନ୍‌ଏଚ୍‌ ୨୬ ପାର୍ଶ୍ୱରେ ସ୍ଥାପିତ ହୋଇଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ବର୍ଷାପାଣି ଜମି ରହୁଥିବାରୁ କୋମଳମତି ଛାତ୍ରୀଛାତ୍ରଙ୍କ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଇ ଥିବାରୁ ଏହାର…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟକୁ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ: ବିଡିଓଙ୍କ ନିକଟରେ ଅଭିଯୋଗ କରି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଛାର ପଦର ଗ୍ରାମରେ ଦୀର୍ଘ ମାସ ହେଲାଣି ନିମ୍ନମାନର ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣକୁ ନେଇ ବିଡିଓଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିବାର ଜଣାପଡ଼ିଛି। ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ରଟି ଗ୍ରାମରେ ଥିବା ସରକାରୀ…

ଅନ୍ଧାରରେ ୩୧,୪୫୬ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୧୬।୨(ବନ୍ଦନା ସେଠୀ): ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରାଜ୍ୟର ୬୮.୫% ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଫେଡାଣ ଆସୁ ନ ଥିବାବେଳେ ୪୮.୫% ପିଲା ଗୁଣନ ଓ ହରଣ ଜାଣି ନ ଥିବା ଶୁକ୍ରବାର ବିଧାନସଭାରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା ହେତୁ ପିଲାଙ୍କୁ ରନ୍ଧା ଖାଦ୍ୟ ଖାଇବାକୁ ମିଳୁନାହିଁ। କେନ୍ଦ୍ର ଓ ରାଜ୍ୟ ସରକାର ଶିଶୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?