ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…