ପ୍ରେମ ନିବେଦନକୁ ମନା କରିବାରୁ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ହେମଗିର,୬ା୧୧(ଚେତୈନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଜୁଲୁମବାହାଲ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ଦିବ୍ୟଭାରତୀ ଅଢା(୨୨)। ହେମଗିର ପୋଲିସ,...