ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ…. ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ । ରାହୁ ପୂର୍ବରୁ କୁମ୍ଭ ରାଶିରେ ରହିଛନ୍ତି, ତେଣୁ ୨୩ ଫେବୃଆରୀରେ ରାହୁ…