Tag Archives: Angelo Mathews

ଅବସର ନେବେ ଶ୍ରୀଲଙ୍କାର ଅଭିଜ୍ଞ କ୍ରିକେଟର ଆଞ୍ଜେଲୋ ମାଥ୍ୟୁସ୍

ନୂଆଦିଲ୍ଲୀ,୨୩ା୫: ଶ୍ରୀଲଙ୍କାର ଅଭିଜ୍ଞ କ୍ରିକେଟର ଆଞ୍ଜେଲୋ ମାଥ୍ୟୁସ୍ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର ଏକ ବିବୃତିରେ ୩୭ ବର୍ଷୀୟ ମାଥ୍ୟୁସ୍ ନିଶ୍ଚିତ କରିଛନ୍ତି ଯେ ଜୁନ ମାସରେ ଗାଲେ ଆନ୍ତର୍ଜାତୀୟ ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ହେବାକୁ ଥିବା ଟେଷ୍ଟ…

ମାଥ୍ୟୁସଙ୍କ ବିବାଦୀୟ ଆଉଟ: ଶାକିବଙ୍କ ଖେଳୁଆଡ଼ ମନୋଭାବ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ ଖେଳାଳି

ନୂଆଦିଲ୍ଲୀ,୬।୧୧: ଚାଲିଥିବା ଦିନିକିଆ ବିଶ୍ୱକପରେ ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଅନେକ ବିବାଦୀୟ ମୁହୂର୍ତ୍ତ ଦେଖିବାକୁ ମିଳିଛି। ଏହି ମ୍ୟାଚରେ ଶ୍ରୀଲଙ୍କାର ଏଞ୍ଜଲା ମାଥ୍ୟୁସଙ୍କ ଆଉଟ ସବୁଠି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।…

୧୪୬ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୧୧: ୧୪୬ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ପାଇଁ ଏକ ନୂଆ ଘଟଣା ଘଟିଛି। ବାଂଲାଦେଶ-ଶ୍ରୀଲଙ୍କା ମ୍ୟାଚ ସମୟରେ ଶ୍ରୀଲଙ୍କାର ଖେଳାଳି ଆଞ୍ଜେଲୋ ମାଥ୍ୟୁସଙ୍କୁ ଟାଇମ୍‌ ଆଉଟ୍‌ ଘୋଷଣା କରାଯାଇଥିଲା। ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ଏହିପରି ଟାଇମ୍‌ ଆଉଟ୍‌ ଜରିଆରେ…

ବିଶ୍ୱକପ ୨୦୨୩: ଶ୍ରୀଲଙ୍କା ଦଳକୁ ଫେରିଲେ ଏଞ୍ଜୋଲା ମାଥ୍ଯୁସ୍, ଆହତ ହୋଇ ବାଦ ପଡ଼ିଲେ ଜୁନିଅର ମାଲିଙ୍ଗା

ନୂଆଦିଲ୍ଲୀ,୨୪।୧୦: ଶ୍ରୀଲଙ୍କାର ଜୁନିଅର ମାଲିଙ୍ଗା ମଥିଶା ପାଥିରାନା କାନ୍ଧରେ ଆଘାତ ପାଇ ବିଶ୍ୱକପ ୨୦୨୩ ରୁ ବାଦ ପଡ଼ିବା ପରେ ତାଙ୍କ ସ୍ଥାନରେ ବରିଷ୍ଠ ଖେଳାଳି ଏଞ୍ଜୋଲା ମାଥ୍ଯୁସଙ୍କୁ ଦଳରେ ସ୍ଥାନ ମିଳିଛି। ଅକ୍ଟୋବର ୧୦ ତାରିଖରେ ପାକିସ୍ତାନ ବିପକ୍ଷ ମ୍ୟାଚରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri