ଅବସର ନେବେ ଶ୍ରୀଲଙ୍କାର ଅଭିଜ୍ଞ କ୍ରିକେଟର ଆଞ୍ଜେଲୋ ମାଥ୍ୟୁସ୍ ନୂଆଦିଲ୍ଲୀ,୨୩ା୫: ଶ୍ରୀଲଙ୍କାର ଅଭିଜ୍ଞ କ୍ରିକେଟର ଆଞ୍ଜେଲୋ ମାଥ୍ୟୁସ୍ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର ଏକ ବିବୃତିରେ ୩୭ ବର୍ଷୀୟ ମାଥ୍ୟୁସ୍ ନିଶ୍ଚିତ କରିଛନ୍ତି ଯେ ଜୁନ ମାସରେ ଗାଲେ ଆନ୍ତର୍ଜାତୀୟ ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ହେବାକୁ ଥିବା...