ବାର୍ହା ଫାଶରେ ପଡ଼ି ଚାଲିଗଲା ଦନ୍ତାର ଜୀବନ: ବନ୍ଧା ହେଲେ ୩ ଶିକାରୀ
ବଇଣ୍ଡା,୨୭।୧୦: ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ଝିଲ୍ଲୀମୁଣ୍ଡା ଗ୍ରାମ୍ୟ ଜଙ୍ଗଲରେ ସୋମବାର ବିଳମ୍ବିତ ରାତିରେ ବାର୍ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ଫାଶରେ ପଡି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ପ୍ରାୟ ୧୦ ବର୍ଷ ହେବ…

