ଅନିଲ ଅମ୍ବାନୀଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ଭୁବନେଶ୍ୱରରେ ବି ରହିଛି ଲିଙ୍କ୍
ନୂଆଦିଲ୍ଲୀ,୨୦।୧୧: ମନି ଲଣ୍ଡରିଂ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଶିଳ୍ପପତି ଅନିଲ ଅମ୍ବାନୀ ଏବଂ ତାଙ୍କ ରିଲାଏନ୍ସ ଗ୍ରୁପ୍ କମ୍ପାନୀଗୁଡ଼ିକର ୧,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତିକୁ ଅସ୍ଥାୟୀ ଭାବରେ ବାଜ୍ୟାପ୍ତ କରିଛି। ସୂତ୍ର ଅନୁଯାୟୀ, ବାଜ୍ୟାପ୍ତ ହୋଇଥିବା...
ଅନିଲ ଅମ୍ବାନୀଙ୍କ ପାଇଁ ‘ଖୁସି ଖବର’, ରିଲଏନ୍ସ ଇନଫ୍ରାକୁ ମିଳିଲା ୫୨୬ କୋଟିର ପୁରସ୍କାର
ମୁମ୍ବାଇ,୧୪।୮: ଅନିଲ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇନଫ୍ରା (ଆରଇନଫ୍ରା) ପାଇଁ ଏକ ଖୁସି ଖବର ଅଛି। କମ୍ପାନୀ ବୁଧବାର ସୂଚନା ଦେଇଛି ଯେ ଏହା ଆରାବଲି ପ୍ରାଇଭେଟ ଲିମିଟେଡ ବିରୁଦ୍ଧରେ ୫୨୬କୋଟି ଟଙ୍କାର ମଧ୍ୟସ୍ଥତା ପୁରସ୍କାର ପାଇଛି। କମ୍ପାନୀ ଏକ୍ସଚେଞ୍ଜ...
ଅନିଲ ଅମ୍ବାନୀଙ୍କୁ ସମନ ଜାରି କଲା ED
ନୂଆଦିଲ୍ଲୀ,୧ା୮: ଶିଳ୍ପପତି ଅନିଲ ଅମ୍ବାନୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ଅଗଷ୍ଟ ୫ରେ ଜେରା ପାଇଁ ହାଜର ହେବାକୁ ଇଡି ଏହି ସମନ ଜାରି କରିଛି। ମନି ଲଣ୍ଡରିଂ ଅଭିଯୋଗର ତଦନ୍ତ ପରେ ଅନିଲ ଅମ୍ବାନୀଙ୍କୁ ସମନ ହୋଇଛି।...
ଅନିଲ ଅମ୍ବାନୀଙ୍କ କମ୍ପାନୀରେ ପଶିଲା ED: ୩,୦୦୦ କୋଟି ଟଙ୍କାର ଠକେଇ ଅଭିଯୋଗ
ମୁମ୍ବାଇ,୨୪।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗୁରୁବାର ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମୁମ୍ବାଇରେ ଥିବା କମ୍ପାନୀଗୁଡ଼ିକ ସହିତ ଜଡିତ ଅନେକ ସ୍ଥାନରେ ଚଢାଉ କରିଛି। ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ରିଲାଏନ୍ସ କମ୍ୟୁନିକେସନ୍ସ ଏବଂ ଏହାର ପ୍ରମୋଟର-ନିର୍ଦ୍ଦେଶକ ଅନିଲ ଡି ଅମ୍ବାନୀଙ୍କୁ...
Archives


