କଟକ,୧୭ା୩: ହଂସିତା ଅଭୀଲିପ୍ସା ଏବଂ ତାଙ୍କ ସହଯୋଗୀ ଅନିଲ ମହାନ୍ତିଙ୍କୁ ସୋମବାର କୋର୍ଟରୁ ମିଳିଛି ଜାମିନ। ହାଇକୋର୍ଟ ଉଭୟଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ପାସପୋର୍ଟ ସରେଣ୍ଡର…