ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା ନିର୍ଦୟତାର ମାମଲାରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏହି ରାୟ ଦେଇଛନ୍ତି। ଯାହା...