ରିଲିଜ ହେଲା ‘ଆନିମଲ୍’ ଫିଲ୍ମର ଟ୍ରେଲର, ଦମଦାର ଚରିତ୍ରରେ ନଜର ଆସିଲେ ରଣବୀର କପୁର ମୁମ୍ବାଇ: ୨୦୨୩ ର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆନିମଲ୍’ର ଟ୍ରେଲର ରିଲିଜ ହୋଇଛି। ଟ୍ରେଲରରେ ଏପରି ଧମାକାଦାର ଆକ୍ସନ ସିନ୍ ରହିଛି ଯାହାକୁ ଦେଖି ସିନେପ୍ରେମୀମାନେ ଏହାର ଖୁବ ପ୍ରଶଂସା କରିଛନ୍ତି। ରଣବୀର କପୁର ତାଙ୍କର ସିନେମା କ୍ୟାରିୟରରେ ପ୍ରଥମ...