ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ
ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର ତଥା ସମାଜସେବୀ ଅନିରୁଦ୍ଧ ନାଏକ (୭୪)ଙ୍କର ସୋମବାର ରାତି ପ୍ରାୟ ୮:୪୦ ମିନିଟରେ…

