ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ
ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି ଆନ୍ଦୋଳନକୁ ‘ଆମେ ନେତା’ ବା (We The Leader) ନାମ ଦିଆଯାଇଛି। ଏହି…
କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ
ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା କରିଥିଲେ ଯେ ତାଙ୍କ ସଂଗଠନ ପରବର୍ତ୍ତୀ ତାମିଲନାଡୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଏହା…
ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…
ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା ଗ୍ରହଣ କରିଛି। ଏହି ଘଟଣା ଉପରେ ପ୍ରତିକ୍ରିୟା ଦେଇ ତାମିଲନାଡୁ ଭାଜପା ସଭାପତି…
ଆନ୍ନାମଲାଇ ଦଳ ଛାଡ଼ିବା ପରେ ବିଗିଡ଼ିଲା ଭାଜପାର ପ୍ଲାନ, ହାଇକମାଣ୍ଡ ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୫।୬: ତାମିଲନାଡୁରେ ଭାରତୀୟ ଜନତା ପାର୍ଟି (ଭାଜପା) ଭିତରେ ଅଶାନ୍ତି ରହିଛି। ରାଜ୍ୟର ଦଳର ପ୍ରମୁଖ ଚେହେରା ଏବଂ ଫାୟାରବ୍ରାଣ୍ଡ ନେତା, ପୂର୍ବତନ ରାଜ୍ୟ ସଭାପତି ଆନ୍ନମଲାଇ, ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। କିଛି ମାସ ଧରି, ବରିଷ୍ଠ ଭାଜପା…
ମୋଦିଙ୍କୁ ନେଇ ଏମିତି କହିଲେ ଆନ୍ନାମଲାଇ, ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ପୂର୍ବତନ ରାଜ୍ୟ ସଭାପତି କେ. ଆନ୍ନାମଲାଇ ଶୁକ୍ରବାର (ଜୁନ ୫) ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଘୋଷଣା କରିବା ସହିତ ଏକ ନୂତନ ରାଜନୈତିକ ଯାତ୍ରା ଆରମ୍ଭ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ସେ ଏକ…
ଭାଜପା ଛାଡ଼ିଲେ ଆନ୍ନାମଲାଇ; ନୀତିନ ନବୀନଙ୍କୁ ଦେଲେ ଇସ୍ତଫା ପତ୍ର, କାରଣ କହି…..
ଚେନ୍ନାଇ,୨।୬: ଭାଜପାରୁ ଇସ୍ତଫା ଦେଲେ ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ । ସେ ନୂଆଦିଲ୍ଲୀରେ ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ସୂଚନା ଅନୁସାରେ,…
ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ
ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ ମଙ୍ଗଳବାର ନୂଆଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତୀନ ନବୀନ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ…
Archives


