ମାତ୍ର ୨ ଉଇକେଟ୍ ନେଇ ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଜିତିଲେ ଅଂଶୁଲ କାମ୍ବୋଜ: ଦିନିକିଆରେ ରଚିଲେ ଇତିହାସ
ନୂଆଦିଲ୍ଲୀ, ୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମୁକାବିଲାରେ ଟିମ ଇଣ୍ଡିଆ ୫ ଉଇକେଟରେ ବିଜୟୀ ହୋଇଛି। ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ ପାର୍କରେ ଖେଳାଯାଇଥିବା ଏହି ମ୍ୟାଚକୁ ଶୁବମନ…

