ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ମଙ୍ଗଳବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି।…