Ansuman Mohanty

ବିଜେଡିରେ ମିଶିଲେ ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ୱର,୧୬।୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ। ବିଜୁ ଜନତା ଦଳ(ବିଜେଡି)ରେ ମିଶିଲେ ରାଜନଗରର ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି। ଶୁକ୍ରବାର ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା…

2 years ago