ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା…. ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ । ନିଶା ମଣିଷ ସମାଜର ପରମ ଶତ୍ରୁ । ନିଶା ନିବାରଣ ସାମ୍ପ୍ରତିକ ସମାଜ…