ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍ ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର ଲିକ୍ ଓ ସଂଗଠିତ ଦୁର୍ନୀତିକୁ ରୋକିବା ପାଇଁ ଏହି ବିଲ୍ରେ କଠୋର ଦଣ୍ଡ…