ଆଣ୍ଟିଡିପ୍ରେସାଣ୍ଟ ଔଷଧ ବଢ଼ାଉଛି ହୃଦ୍ଘାତ ଭିଏନା, ୧ା୪: ଆଣ୍ଟିଡିପ୍ରେସାଣ୍ଟ (ଅବସାଦ ନିରୋଧୀ ଔଷଧ)କୁ ଲମ୍ବା ସମୟ ଧରି ସେବନ କରିବା ଦ୍ୱାରା ଆକସ୍ମିକ ହୃଦ୍ଘାତ ହେବାର ଆଶଙ୍କା ବଢ଼ିଥାଏ। ଅଷ୍ଟ୍ରିଆର ରାଜଧାନୀ ୟୁରୋପିଆନ ସୋସାଇଟି ଅଫ୍ କାର୍ଡିଓଲୋଜି ପକ୍ଷରୁ କରାଯାଇଥିବା ‘ଇଏଚ୍ଆର୍ଏ ୨୦୨୫ କଂଗ୍ରେସ’ କାର୍ଯ୍ୟକ୍ରମରେ...