ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ
ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର ପାଇଁ କେତେ ଆବଶ୍ୟକ, ଏସବୁ ତତ୍ତ୍ୱ ଶରୀରକୁ ମିଳିବ କିପରି? ଆଣ୍ଟିଅକ୍ସିଡାଣ୍ଟ ହେଉଛି...


