ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଗର୍ଗ...