୨୦୨୭ ବିଶ୍ୱକପ ଜିତିବା ପାଇଁ ରୋହିତ ଶର୍ମାଙ୍କ ବଡ଼ ପ୍ଲାନ୍: ଶୁବମନ ଗିଲ୍ଙ୍କୁ ବିବାହ…
ନୂଆଦିଲ୍ଲୀ,୯।୧୧: ୨୦୨୭ ବିଶ୍ୱକପ ଜିତିବା ପାଇଁ ଯାହା କରିବାକୁ ପଡ଼ିବ, ସେ ସବୁ କରିବାକୁ ପ୍ରସ୍ତୁତ ରୋହିତ ଶର୍ମା। ଏପରିକି ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ବାହାଘର କରାଇବାକୁ ମଧ୍ୟ ପଛଘୁଞ୍ଚା ଦେବେନି ବୋଲି ମଜାଳିଆ ଢଙ୍ଗରେ କହିଛନ୍ତି ହିଟ୍ମ୍ୟାନ।…

