ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ ନୂଆଦିଲ୍ଲୀ,୧୬ା୧୨: ଶ୍ରୀଲଙ୍କା ଏହାର ଅଞ୍ଚଳକୁ ଭାରତର ସ୍ବାର୍ଥ ବିରୋଧୀ କୌଣସି କାର୍ଯ୍ୟରେ ବ୍ୟବହାର ପାଇଁ ଅନୁମତି ଦେବ ନାହିଁ ବୋଲି ଏହାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଭାରତକୁ ଟାର୍ଗେଟ କରିବା...