ଅନୁରାଗ ଠାକୁର ନିରାଶ ନୂଆ ମନ୍ତ୍ରିମଣ୍ଡଳରୁ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ, ଅନୁରାଗ ଠାକୁର ଏବଂ ନାରାୟଣ ରାଣେ ବାଦ୍ ପଡ଼ିଛନ୍ତି। ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରୁ କଂଗ୍ରେସ ପ୍ରାର୍ଥୀ କିଶୋରୀଲାଲ୍ ଶର୍ମାଙ୍କଠାରୁ ୧.୬ ଲକ୍ଷ ଭୋଟ ବ୍ୟବଧାନରେ ପରାଜିତ...