ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍ ଘଟିଲା… ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ରିପୋର୍ଟ ଅନୁଯାୟୀ ତାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଥିଲା। ଚିକିତ୍ସା ସତ୍ତ୍ୱେ…