ପୁରୁଣା ଆପାର୍ଟମେଣ୍ଟ ବିକ୍ରି ପ୍ରକ୍ରିୟା ସହଜ କଲେ ରାଜ୍ୟ ସରକାର: ମିଳିବ ବଡ଼ ଆଶ୍ୱସ୍ତି ଭୁବନେଶ୍ୱର,୪।୧୨: ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପ୍ରକ୍ରିୟାକୁ ସରଳ କରିଛନ୍ତି। ଏଥିପାଇଁ ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ, ୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩ ରେ ଆବଶ୍ୟକୀୟ ସଂଶୋଧନ କରାଯାଇ ନିୟମ...