ହଠାତ୍ ଭୋକ ଲାଗିବା ବନ୍ଦ ହୋଇଯାଉଛି କି? ସାବଧାନ! ହୋଇପାରେ ଗମ୍ଭୀର ରୋଗର ଲକ୍ଷଣ କିଛି ଲୋକଙ୍କର ହଠାତ୍ ସ୍ୱାଭାବିକ ଭୋକ କମିଯାଏ । ଏହାକୁ ପ୍ରାୟତଃ ଥକ୍କାପଣ, ପାଗ କିମ୍ବା ଦିନଚର୍ଯ୍ୟାରେ ପରିବର୍ତ୍ତନ ବୋଲି ଖାରଜ କରାଯାଏ । ଭୋକ ଆମ ଶରୀରର ଆବଶ୍ୟକତା ଏବଂ ଆଭ୍ୟନ୍ତରୀଣ ସନ୍ତୁଳନକୁ ସୂଚିତ କରେ। ଯେତେବେଳେ ଶରୀରକୁ ଶକ୍ତିର…