ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ କେନ୍ଦ୍ରୀୟ ଅଞ୍ଚଳରେ ପ୍ରବଳ ତୁଷାରପାତ ରେକର୍ଡ କରାଯାଇଛି, ଯେତେବେଳେ ସମତଳ ଅଞ୍ଚଳରେ ଲଗାତାର…