ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି ଭୁବନେଶ୍ୱର,୨।୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ଶନିବାର ବିଜେଡି ଛାଡିଛନ୍ତି। ସେ ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ସେ ରବିବାର ଭାଜପାରେ ଯୋଗଦେବେ...