ଆଜି ପୁଣି ଗଡ଼ିବ ରଥ ପୁରୀ,୨୮ା୬: ଆଜି ଅର୍ଥାତ୍ ଶନିବାର ସକାଳ ୯ଟା ୩୦ରେ ପୁଣି ରଥ ଟଣା ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଅବକାଶ ନୀତି ପରେ ପୁଣି ରଥଟଣା ଆରମ୍ଭ ହେବ ବୋଲି ସେ ସୂଚନା...