ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଶା, ଆଶଙ୍କାରେ… ଭୁବନେଶ୍ୱର,୧୮।୩: ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଶା ଓ ଆଶଙ୍କା ମଧ୍ୟରେ ଲୋକେ। କେନ୍ଦ୍ରାପଡା ମହାକାଳପଡ଼ା ଆସନରୁ ଏଥର କିଏ ଏବଂ କେଉଁ ଦଳର ଠିଆ ହେବ ତାକୁ ନେଇ କର୍ମୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗିରହିଛି ।...