ନୂଆବର୍ଷରେ ବାବା ଆଖଣ୍ଡଳମଣିକୁ ଦର୍ଶନ କଲେ ଶ୍ରଦ୍ଧାଳୁ ଧୂଷୁରୀ,୧ା୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ନୂଆବର୍ଷ ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା। ଭୋର୍ ୪.୩୦ରେ ମନ୍ଦିର ପହଡ଼ ଖୋଲିବା ପରେ ପ୍ରଭୁଙ୍କ ପାଖରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ବାଲ୍ୟଭୋଗ ସହ ଘର୍ଷଣ ଲାଗି...